କୋକସରା:୧୩/୨(ଜୟରାମ ଛତ୍ରିଆ)ମୃତ୍ୟୁ ଏମିତି ବି ଆସେ, ଦାଦନ ଯାଇ ନିଜ ଘର କୁ ଫେରୁଥିବା ସମୟରେ ଆମପାଣି ରାସ୍ତା କଡର ଏକ ଦୋକାନ ନିକଟରେ ବସିଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେନୋ କାର ଧକ୍କା ଦେବାରୁ ଦାଦନ ଶ୍ରମିକ ଗୁରୁତର ହେବାରୁ ସ୍ଥାନୀୟ ଲୋକମାନେ ୧୦୮ ଆମ୍ବୁଲାନ୍ସ ସହାୟତା ରେ କୋକସରା ହସ୍ପିଟାଲ କୁ ଚିକିତ୍ସା ପାଇଁ ପଠାଇଥିଲେ, ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଅନ୍ୟପଟେ ଦୁର୍ଘଟଣା କରିଥିବା କାର କୁ ସ୍ଥାନୀୟ ଲୋକମାନେ ଆମପାଣି ପୁଲିସ ପାଖରେ ଜିମା ଦେଇଛନ୍ତି।ସୂଚନା ମତେ ଛତିଶଗଡ଼ ଦେଭୋଗ ଥାନାଞ୍ଚଲ ଧରଣୀବାହାଲ ଗାଁର ଜଣେ ଯୁବକ ରମେଶ ଠାକୁର ବୟସ ୩୨ ବର୍ଷ ।ବିଶାଖାପାଟଣା ଦାଦନ ଖଟିବାକୁ ଯାଇ ଏକ ବସରେ ଫେରି ଆମପାଣି ବସଷ୍ଟାଣ୍ଡ ନିକଟର ଏକ ଦୋକାନ ନିକଟରେ ଥିବା ବେଳେ ଏକ କାର ଆସି ଧକ୍କା ଦେଇଥିଲା।ଆମପାଣି ପୋଲିସ ଘଟଣାର ତଦନ୍ତ ଜାରି ରଖିଥିବା ବେଳେ ଦୁର୍ଘଟଣା ଘଟାଇଥିବା କାର ସମେତ ଡ୍ରାଇଭର ଓ ଅନ୍ୟ ଜଣେ ଲୋକ ଙ୍କୁ ଥାନାରେ ଅଟକ ରଖାଯାଇଛି।
ମୃତ୍ୟୁ ଏମିତି ଆସିଲା ଚାରି ଚକିଆ ଗାଡ଼ି ଉପରେ ଚଢି ଗଲା
କୋକସରା:୧୩/୨(ଜୟରାମ ଛତ୍ରିଆ)ମୃତ୍ୟୁ ଏମିତି ବି ଆସେ, ଦାଦନ ଯାଇ ନିଜ ଘର କୁ ଫେରୁଥିବା ସମୟରେ ଆମପାଣି ରାସ୍ତା କଡର ଏକ ଦୋକାନ ନିକଟରେ ବସିଥିବା ବେଳେ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେନୋ..
Previous Post
Next Post
Latest News

Stay Connected
About the Author

AF themes
Easy WordPress Websites Builder: Versatile Demos for Blogs, News, eCommerce and More – One-Click Import, No Coding! 1000+ Ready-made Templates for Stunning Newspaper, Magazine, Blog, and Publishing Websites.

Search the Archives
Access over the years of investigative journalism and breaking reports
You May Have Missed

















Leave a Reply