ହୋଇ ଯାଆନ୍ତୁ ସାବଧାନ! ଗାଡ଼ି ଫିଟନେସ ଯାଞ୍ଚ କରିବ

Lorem Ipsum is simply dummy text of the printing and typesetting industry. Lorem Ipsum has been the industry’s standard

ଆଉ ଗାଡ଼ି ଫିଟନେସ ପରୀକ୍ଷା ପାଇଁ ରହିବନି ମାନୁଆଲ ମୂଲ୍ୟାୟନ। ଏଣିକି ଗାଡ଼ି ଫିଟନେସ ଯାଞ୍ଚ କରିବ ଏଟିଏସ। ଏଭଳି ଏକ ପଦକ୍ଷେପ ରାଜ୍ୟ ସରକାରଙ୍କ ପକ୍ଷରୁ ଗ୍ରହଣ କରାଯାଇଛି। ଆଜିଠାରୁ କଟକ ଆରଟିଓରେ ଗାଡ଼ି ଫିଟନେସ ଯାଞ୍ଚ ପାଇଁ ଏଟିଏସ ବ୍ୟବସ୍ଥା କାର୍ଯ୍ୟକ୍ଷମ ହୋଇଥିବାବେଳେ ଖୁବ ଶୀଘ୍ର ରାଜ୍ୟର ୨୧ଟି ଆରଟିଓରେ ଏଟିଏସ ସ୍ଥାପନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ଗାଡ଼ିର ଫିଟନେସ ପରୀକ୍ଷା ପାଇଁ ଏଟିଏସ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଇଛି। ଏହି ବ୍ୟବସ୍ଥା ସଡ଼କ ସୁରକ୍ଷା କ୍ଷେତ୍ରରେ ଯାନର ସ୍ଥିତି ପ୍ରମୁଖ ଭୂମିକା ଗ୍ରହଣ କରିଥାଏ। ରାସ୍ତାରେ ଗାଡ଼ି ଚାଲିବା ପାଇଁ ଗାଡ଼ିର ସ୍ଥିତି କିଭଳି ଥିବା ଦରକାର। ସେଥିପାଇଁ ମୋଟର ଯାନ ନିୟମାବଳୀ ରହିଛି। ତେବେ ପୂର୍ବରୁ ଫିଟନେସ ସାର୍ଟିଫିକେଟ ତଥା ଗାଡ଼ିର ପଞ୍ଜୀକରଣ ନବୀକରଣ ମନୁଷ୍ୟ ମୂଲ୍ୟାୟନ ଆଧାରରେ ହେଉଥିଲା।

About the Author

Dambarudhar Avatar

Leave a Reply

Your email address will not be published. Required fields are marked *

Latest News

View All

About the Author

Easy WordPress Websites Builder: Versatile Demos for Blogs, News, eCommerce and More – One-Click Import, No Coding! 1000+ Ready-made Templates for Stunning Newspaper, Magazine, Blog, and Publishing Websites.

Search the Archives

Access over the years of investigative journalism and breaking reports